ପୁରୁଷଙ୍କଠାରୁ ମହିଳା ଭୋଟରଙ୍କ ସଂଖ୍ୟା ଅଧିକ : ନିକୁଞ୍ଜ ବିହାରୀ ଧଳ
ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ସହ ଆରମ୍ଭ ହେଲା ନାମାଙ୍କନ ଦାଖଲ । ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା କଳାହାଣ୍ଡି, ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଏବଂ ୨୮ଟି ବିଧାନସଭା ଆସନରେ ମତଦାନ ହେବ । ଏଥିପାଇଁ ୨୫ ତାରିଖ ରହିଛି ନାମାଙ୍କନର ଶେଷ ତାରିଖ । ୨୬ ତାରିଖରେ ନାମାଙ୍କନ ଯାଞ୍ଚ ହେବ । ୨୯ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି । ଏହି ୪ ସଂସଦୀୟ…
Read More...