ଆଜି ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅବସରରେ ପୁରୀ ବେଳାଭୂମିରେ ସୁନ୍ଦର ବାଲୁକାକଳା
ପୁରୀ(କେନ୍ୟୁଜ୍): ଆଜି ଦେଶର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି । ଏହି ଉପଲକ୍ଷେ ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରି ସେଥିରେ ସଚେତନତାର ବାର୍ତ୍ତା ଦେଇଛନ୍ତି ।
ସମସ୍ତେ ଗଣତନ୍ତ୍ରର ଏହି ମହାନ୍ ପର୍ବରେ ସାମିଲ୍ ହୋଇ ନିଜ ଅଧିକାର ତଥା ମତଦାନ କରିବାକୁ ସୁଦର୍ଶନ ତାଙ୍କ ବାଲୁକାକଳାରେ ବାର୍ତ୍ତା ଦେଇଛନ୍ତି ।…
Read More...