ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ
ମେଷ: ସାମାଜିକ କ୍ଷେତ୍ରରେ ଆପଣଙ୍କ ପ୍ରତି ସମ୍ମାନ ବୃଦ୍ଧି ପାଇବ । ଟଙ୍କା ସମ୍ବନ୍ଧୀୟ ପ୍ରସଙ୍ଗରେ ବାହାର ଲୋକଙ୍କଠାରୁ ପରାମର୍ଶ ନିଅନ୍ତୁ ନାହିଁ । ଆଧ୍ୟାତ୍ମିକତା ପ୍ରତି ଆପଣଙ୍କ ଆଗ୍ରହ ବଢ଼ିବ ।
ବୃଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି,…