ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ, ଦମୟନ୍ତୀ
ଭୁବନେଶ୍ୱର(କେନ୍ୟୁଜ୍) : ବିଜେପିରେ ଯୋଗଦେଲେ ସାଂସଦ ଭର୍ତ୍ତୃହରି ମହତାବ, ଅଭିନେତା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସେ ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ରହିଛନ୍ତି । ଆଜି ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ତିନିଜଣ ଯାକ ପଦ୍ମ ଧରିଛନ୍ତି ।
Read More...