ଆକାଶରୁ ଖସିବ କୁଆପଥର, ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର : ଆକାଶରୁ ଖସିବ କୁଆପଥର । ଆଜି ଓ ଆସନ୍ତାକାଲି ଦୁଇ ଦିନ ବିଜୁଳି ଘଡ଼ଘଡ଼ି, କୁଆପଥର ଓ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଅନଗୁଳ, ଢେଙ୍କାନାଳ ଓ ଯାଜପୁରରେ ବିଜୁଳି ଘଡ଼ଘଡ଼ି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର ଓ ବୌଦ୍ଧରେ କୁଆପଥର ବର୍ଷା ପାଇଁ ଅରେଞ୍ଜ…
Read More...