Browsing Tag

Assembly

ବିଜେଡିର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, ଜାଣନ୍ତୁ କିଏ କେଉଁଠୁ ହେଲେ ପ୍ରାର୍ଥୀ

ଭୁବନେଶ୍ୱର(କେନ୍ୟୁଜ୍‌): ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି । ୨୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି । ଝାରସୁଗୁଡ଼ା ଆସନରେ ଦୀପାଳି ଦାସଙ୍କୁ ପୁଣି ଥରେ ପ୍ରାର୍ଥୀ କରିଛି ବିଜେଡି । ଅଳକା ମହାନ୍ତିଙ୍କୁ ବ୍ରଜରାଜନଗର, ବିନୟ କୁମାର ଟପ୍ପୋଙ୍କୁ…

ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ, ୮ରେ ଆସିବ କାମଚଳା ବଜେଟ୍

ଭୁବନେଶ୍ୱର : ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ। ଫେବ୍ରୁଆରୀ ୮ରେ ଆସିବ କାମଚଳା ବଜେଟ୍। ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। କାମଚଳା ବଜେଟ ଅଧିବେଶନ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିନ ଅଭିଭାଷଣ ରଖିବେ ରାଜ୍ୟପାଳ। ଏହି ଅଧିବେଶନରେ ରହିଛି ମୋଟ…

ବିଧାନସଭା ନିର୍ବାଚନ ପାଇଁ ତେଲଙ୍ଗାନାରେ ଆରମ୍ଭ ଭୋଟିଂ: ସକାଳ ୭ଟାରୁ ୫ଟା ପର୍ଯ୍ୟନ୍ତ ଚାଲିବ ପ୍ରକ୍ରିୟା

ତେଲଙ୍ଗାନା: ୫ଟି ରାଜ୍ୟର ବିଧାନସଭା ନିର୍ବାଚନର ଶେଷ ଚରଣରେ ତେଲଙ୍ଗାନାରେ ଆରମ୍ଭ ହୋଇଛି ଭୋଟିଂ । ସକାଳୁ ସକାଳୁ ମତଦାନ କେନ୍ଦ୍ରରେ ଭୋଟରଙ୍କ ଭିଡ଼ ଜମିଛି । ୧୧୯ ବିଧାନସଭା ଆସନ ପାଇଁ ମୈଦାନରେ ଅଛନ୍ତି ୨ ହଜାର ୨୯୦ ପ୍ରତିଯୋଗୀ। ପ୍ରାର୍ଥୀ ବାଛିବେ ୩ କୋଟିରୁ ଅଧିକ ମତଦାତା। ଯାହା ମଧ୍ୟରେ…

ମାତ୍ର ୪ ଦିନରେ ଶେଷ ହେଲା ବିଧାନ ସଭାର ଶୀତକାଳୀନ ଅଧିବେଶନ

ମାତ୍ର ୪ ଦିନରେ ଶେଷ ହେଲା ବିଧାନ ସଭାର ଶୀତକାଳୀନ ଅଧିବେଶନ। ନଭେମ୍ବର ୨୧ରୁ ଆରମ୍ଭ ହେଇଥିଲା ଅଧିବେଶନ। ଡିସେମ୍ବର ୩୦ ଯାଏ କାର୍ଯ୍ୟସୂଚୀ ଥିଲା। ଯେଉଁଥିରେ ୩୦ଟି କାର୍ଯ୍ୟ ଦିବସ ରହିଥିଲା । ହେଲେ ୨୬ ଦିନ ଆଗରୁ ଶେଷ ହେଲା ବିଧାନ ସଭାର ଶୀତକାଳୀନ ଅଧିବେଶନ। ଉଭୟ ବିରୋଧୀ ବିଜେପି…

ଶୀତକାଳୀନ ଅଧିବେଶନ ଆରମ୍ଭ, ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ । ଆରମ୍ଭରୁ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି। ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି, ପୂର୍ବତନ ଉପମନ୍ତ୍ରୀ ସରସ୍ବତୀ ପ୍ରଧାନ,…

ଆସନ୍ତାକାଲିଠୁ ବିଧାନସଭା ଶୀତକାଳୀନ ଅଧିବେଶନ, ଡିସେମ୍ବର ୩୦ ଯାଏ ଚାଲିବ

ଆସନ୍ତାକାଲିଠୁ ବିଧାନସଭା ଶୀତକାଳୀନ ଅଧିବେଶନ। ଡିସେମ୍ବର ୩୦ ଯାଏ ଚାଲିବ ଅଧିବେଶନ। ଏଥିପାଇଁ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ପୋଲିସ ଡିଜି ଓ ପୋଲିସ କମିଶନର। ବିଧାନସଭା ଠାରୁ ଲୋୟର ପିଏମଜି,ରବିନ୍ଦ୍ର…

ରାଜସ୍ଥାନ କରଣପୁର ବିଧାୟକ ତଥା କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ, ପ୍ରାର୍ଥୀଙ୍କ ମୃତ୍ୟୁ ପରେ ୨୫ରେ ହେବନି ନିର୍ବାଚନ

ରାଜସ୍ଥାନର କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ ଗୁରମିତ ସିଂ କୁନ୍ନରଙ୍କ ପରଲୋକ ହୋଇଛି । କୁନ୍ନର ଦୀର୍ଘଦିନରୁ ରୋଗରେ ପୀଡିତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ରହିଥିଲେ । ତାଙ୍କ ମୃତ୍ୟୁ ପରେ ଏହି ସିଟରେ ୨୫ ନଭେମ୍ବରରେ ହେବାକୁ ଥିବା ନିର୍ବାଚନ ଆଉ ହେବ ନାହିଁ । ଗତ ୪…

୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ, ଡିସେମ୍ବର ୩ରେ ଗଣତି

ଦେଶର ୫ ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ମଧ୍ୟପ୍ରଦେଶ, ଛତିଶଗଡ, ରାଜସ୍ଥାନ, ତେଲେଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ନଭେମ୍ବର ୭ ତାରିଖରେ ମିଜୋରାମ, ଛତିଶଗଡରେ ୭ ଏବଂ ୧୭ ନଭେମ୍ବର, ୧୭ ତାରିଖରେ…

ଦେଶର ୫ଟି ରାଜ୍ୟରେ ହେବ ବିଧାନସଭା ନିର୍ବାଚନ, ଆଜି ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ

ଦେଶର ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ବାଜିବ ବିଗୁଲ । ନିର୍ବାଚନ ନେଇ ଆଜି ଘୋଷଣା ହେବ ତାରିଖ । ମିଜୋରାମ, ଛତିଶଗଡ଼, ମଧ୍ୟ ପ୍ରଦେଶ, ରାଜସ୍ଥାନ ଓ ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ଅପରାହ୍ନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି । CEC Rajiv…

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଧାର୍ଯ୍ୟ ସମୟର ଦିନକ ପୂର୍ଵରୁ ଅନର୍ଦ୍ଦିଷ୍ଟକାଳ ପାଇଁ ମୁଲତବୀ

ସରିଲା ବିଧାନସଭା ମୌସୁମୀ ଅଧିବେଶନ। ଧାର୍ଯ୍ୟ ସମୟର ଦିନକ ପୂର୍ଵରୁ ବିଧାନସଭାକୁ ଅନର୍ଦ୍ଦିଷ୍ଟକାଳ ପାଇଁ ମୁଲତବୀ କରାଯାଇଛି। ଆଜି ବିଧାନସଭାରେ ୨୮ ହଜାର ୨ଶହ କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହୀତ ହୋଇଛି। ଗତ ୨୨ ତାରିଖରୁ ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିଲା ଏଥର ବେଶ ସରଗରମ ରହିଥିଲା…

ବିଧାନସଭାରେ ଅଚଳାବସ୍ଥା ଜାରି, ତୃତୀୟ ଦିନରେ ବି ଚାଲିପାରିଲାନି ଅଧିବେଶନ

ବିଧାନସଭାରେ ଅଚଳାବସ୍ଥା ଜାରି। ତୃତୀୟ ଦିନରେ ବି ଚାଲିପାରିଲାନି ମୌସୁମୀ ଅଧିବେଶନର ପ୍ରଶ୍ନକାଳ ଓ ଶୂନ୍ୟକାଳ। ପ୍ରଶ୍ନକାଳ ଆରମ୍ଭରେ ବିଜେପି ବିଧାୟକ ଗୃହ ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ। ବାଚସ୍ପତିଙ୍କ ପୋଡିୟମ୍ ତଳେ ପ୍ରବଳ ନାରାବାଜି କରିଥିଲେ । ବିଜେପି ସଭ୍ୟଙ୍କ ପ୍ରଶ୍ନ ବାତିଲ…

ମୌସୁମୀ ଅଧିବେଶନ: ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା

କେନ୍ୟୁଜ୍(ବ୍ୟୁରୋ): ଚାଲିପାରିଲାନି ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ। ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ। ବିଜେପି ବିଧାୟକମାନେ ଗୃହ ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ। ବିଜେଡି ସଦସ୍ୟମାନେ NH 55 ର…