ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ୩ ଦୁର୍ବୃତ୍ତଙ୍କୁ ଗିରଫ କଲା ଦାରିଙ୍ଗବାଡ଼ି ବନବିଭାଗ
ଦାରିଙ୍ଗବାଡ଼ି : ବନ୍ୟଜନ୍ତୁ ଶିକାର ଏବଂ ପୋଡ଼ୁ ଚାଷ ପାଇଁ ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଦାରିଙ୍ଗବାଡ଼ି ବନବିଭାଗ ୩ ଜଣ ଦୁର୍ବୃତ୍ତଙ୍କୁ ଗିରଫ କରିଛି । ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ନେଇ ACF ପ୍ରଫୁଲ୍ଲ ମଲ୍ଲିକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି l
ଦାରିଙ୍ଗବାଡ଼ି ବନାଞ୍ଚଳ ଅନ୍ତର୍ଗତ ବୁଡ଼ାଗୁଡ଼ା ସେକ୍ସନର ଋତୁଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ଗତକାଲି ରାତିରେ ନିଆଁ ଲାଗିବା ନେଇ ସ୍ୟାଟେଲାଇଟ…
Read More...