ଭଉଣୀର ଶେଷକୃତ୍ୟ ସାରି ଦିଲ୍ଲୀରୁ ଭୁବନେଶ୍ବର ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସାରି ଆଜି ଦିଲ୍ଲୀରୁ ଭୁବନେଶ୍ବର ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ଶନିବାର ଦିଲ୍ଲୀସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ପ୍ରଖ୍ୟାତ ସାହିତ୍ୟିକା ଗୀତା ମେହେଟ୍ଟା । ଗତକାଲି ନୂଆଦିଲ୍ଲୀ ଲୋଧି ରୋଡ୍ ଶ୍ମଶାନରେ…