ସାବିତ୍ରୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଲେ ମା’ ବିରଜା, କୃପା ଭିକ୍ଷା କଲେ ଶହ ଶହ ଶ୍ରଦ୍ଧାଳୁ
ମା’ବିରଜାଙ୍କ ସ୍ୱନକ୍ଷତ୍ର ଦିବସ ପାଇଁ ଭକ୍ତଙ୍କ ସୁଅ ଛୁଟୁଛି । ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କର ସ୍ୱନକ୍ଷତ୍ର ଦିବସ । ଏଥିପାଇଁ ମାଙ୍କୁ ଦର୍ଶନ କରିବା ଓ କୃପା ଭିକ୍ଷା କରିବା ପାଇଁ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଜମିଛି । ଏଥିପାଇଁ ମନ୍ଦିର…