Browsing Tag

odisha

ରାଜ୍ୟବାସୀଙ୍କୁ ସରକାରଙ୍କ ବଡ଼ ଭେଟି, କମିଲା ବିଜୁଳି ଦର

ଭୁବନେଶ୍ୱର (କେନ୍ୟୁଜ୍‌) : ସାରା ରାଜ୍ୟର ବିଦ୍ୟୁତ୍‌ ଗ୍ରହାକଙ୍କୁୁ ବଡ଼ ଆଶ୍ୱସ୍ତି । ଗ୍ରୀଷ୍ମ ଆସିବା ପୂର୍ବରୁ କମିଲା ବିଜଳି ଦର । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତି ସ୍ଲାବରେ କମିଲା ୧୦ ପଇସା । ଅନ୍ୟ ଉପଭୋକ୍ତାଙ୍କ ପାଇଁ ଦର ଅପରିବର୍ତ୍ତିତ ରହିଛି । ବିପିଏଲ ଉପଭୋକ୍ତାପାଇଁ ମାସିକ…

ଥରାଉଛି ଜାଡ଼: ରାଜ୍ୟରେ ପୁଣି ଜାରି ରହିଛି ଶୀତ ଲହରୀ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ପୁଣି ଥରାଉଛି ଶୀତ। ରାଜ୍ୟରେ ଚଳିତ ଶୀତ ଋତୁରେ ପ୍ରଥମ ଥର ପାଇଁ ଶୀତ ଲହରୀ ଚେତାବନୀ । ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଛି ଶୁଷ୍କ ଥଣ୍ଡା ପବନ। ଏହାର…

ଓଡ଼ିଶାରେ ଗଡ଼ିବ ଅମୃତ ଭାରତ ଏକ୍ସପ୍ରେସ, ମାଲଦା ଟାଉନରୁ ବେଙ୍ଗାଲୁରୁ ଯାଏଁ ଚାଲିବ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ଗଡ଼ିବ ଅମୃତ ଭାରତ ଏକ୍ସପ୍ରେସ । ଅଯୋଧ୍ୟା ଧାମ ରେଳ ଷ୍ଟେସନରୁ ଭିଡ଼ିଓ କନଫରେନ୍ସିଂରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପିଏମ୍ ମୋଦି ଅଯୋଧ୍ୟା ଧାମରୁ ୨ଟି ଅମୃତ ଭାରତ ଓ ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ସେଥିରୁ ଗୋଟିଏ…

କରୋନା ଭାଇରସ: ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫ ସଂକ୍ରମିତ ଚିହ୍ନଟ, ସକ୍ରିୟ ସଂଖ୍ୟା ୧୩କୁ ବୃଦ୍ଧି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଭୟ ବଢ଼ାଉଛି କରୋନା ଭାଇରସ । ଦେଶର ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ସ୍ତରରେ ବୃଦ୍ଧି ପାଉଥିବା ବେଳେ ଏବେ ରାଜ୍ୟରେ ବଢିଛି ଚିନ୍ତା । ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ପୁଣି ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କୋଭିଡ୍‌ ଆକ୍ରାନ୍ତଙ୍କ…

ଓଡ଼ିଶାରେ ଆଉ ଜଣେ କୋଭିଡ୍ ପଜିଟିଭ୍ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଲା

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ଆଉ ଜଣେ କୋଭିଡ୍ ପଜିଟିଭ୍ ଚିହ୍ନଟ । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ଓଡିଶାରୁ ପ୍ରଥମ କୋଭିଡ…

କଲବଲ କରୁଛି ଜାଡ଼, ଘନ କୁହୁଡ଼ି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର (କେନ୍ୟୁଜ): କଲବଲ କରୁଛି ଜାଡ଼ । ଅସହ୍ୟ ଶୀତରେ ଥରୁଛି ଦେଶ। ଉତ୍ତରରୁ ପୂର୍ବ ଭାରତ ପର୍ଯ୍ୟନ୍ତ ଭୟଙ୍କର ଶୀତ ଲହରୀ। ସାରା ଓଡ଼ିଶାରେ ଶୀତ ଲହରୀ। ଉପକୂଳରୁ ଉପାନ୍ତ, ସବୁଠି ଅସହ୍ୟ ଜାଡ଼। ଗତ କିଛି ଦିନ ହେଲା ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥବା ଥଣ୍ଡା ଓ ଶୁଷ୍କ ପବନ ଯୋଗୁ…

ଜାଡ଼ରେ ଥରୁଛି ସାରା ଓଡ଼ିଶା, ୧୦ ଡିଗ୍ରୀ ତଳେ ୬ ସହରର ପାରଦ

ଭୁବନେଶ୍ୱର (କେନ୍ୟୁଜ): ଖସୁଛି ପାରଦ, ବଢ଼ୁଛି ଶୀତ। ଜାଡ଼ରେ ଥରୁଛି ସାରା ଓଡ଼ିଶା । ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଥଣ୍ଡା । ସବୁଠି ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ୬ ସହରର ପାରଦ ୧୦ ଡିଗ୍ରୀ ତଳକୁ ଖସିଛି । ସେହିପରି ୧୫ ଡିଗ୍ରୀ ତଳେ ରହିଛି…

ରାଜ୍ୟରେ ଖସୁଛି ପାରଦ : ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼

(କେନ୍ୟୁଜ): ଖସୁଛି ପାରଦ, ବଢ଼ୁଛି ଶୀତ। ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ । ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଛି । ପାହାଡ଼ିଆ ଅଞ୍ଚଳରେ ରାତିର ପାରଦ ଲଗାତର ଭାବେ ତଳ ମୁହାଁ ହୋଇଛି। ୭ ଡିଗ୍ରୀ ସହ ସବୁଠୁ ଥଣ୍ଡା ସହର ପାଲଟିଛି କନ୍ଧମାଳ ଜିଲ୍ଲା…

ବାତ୍ୟା ପ୍ରଭାବରେ ଆଜି ଓଡ଼ିଶାରେ ବର୍ଷିବ, ଏହି ସବୁ ଜିଲ୍ଲାକୁ ଅତିପ୍ରବଳ ବର୍ଷା ନେଇ ଚେତାବନୀ

ଭୁବନେଶ୍ୱର (କେନ୍ୟୁଜ): ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ରାତିରୁ ଦକ୍ଷିଣ ଓଡ଼ିଶା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଛି । ଆଜି ଅଧିକ ରହିବ ପ୍ରଭାବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା,…

ରାଜ୍ୟରେ ବଢିଛି ସଡ଼କ ଦୁର୍ଘଟଣା, ୫ ବର୍ଷର ରେକର୍ଡ ଭାଙ୍ଗିଛି ଗତବର୍ଷର ଦୁର୍ଘଟଣା

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ବଢ଼ିଛି ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା। ପାଞ୍ଚ ବର୍ଷର ରେକର୍ଡ ଭାଙ୍ଗିଛି ଗତବର୍ଷର ଦୁର୍ଘଟଣା। ୨୦୨୨ରେ ୫ ହଜାର ୪୬୭ ଜଣଙ୍କ ଜୀବନ ଯାଇଥିବା ବେଳେ ୧୧ ହଜାର ୬୬୩ ଜଣ ଦୁର୍ଘଟଣାରେ ଆହତ ହୋଇଛନ୍ତି । ସେହିପରି ଗତ ପାଞ୍ଚ ବର୍ଷରେ ମୋଟ ୫୪ ହଜାର ,୭୯୦ଟି…

ଓଡ଼ିଶା ଜଙ୍ଗଲରେ ଦେଖାଦେଲା ବିରଳ କଳା ବାଘ

(କେନ୍ୟୁଜ): ଓଡ଼ିଶା ଜଙ୍ଗଲରେ କଳା ବାଘ । ରାଜ୍ୟ ପାଇଁ ବେଶ ଉତ୍ସାହଜନକ ଘଟଣା। କେନ୍ଦ୍ରୀୟ ଓଡ଼ିଶା ଜଙ୍ଗଲରେ ଠାବ ହୋଇଛି କଳା ବାଘ। ଏବେ ରାଜ୍ୟରେ ବାଘ ଗଣନା ଚାଲିଥିବା ବେଳେ କ୍ୟାମେରା ଲେନ୍ସରେ କଏଦ ହୋଇଛି ଏହି ବିରଳ ପ୍ରଜାତିର ବାଘ। ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ପିସିସିଏଫ…

୧୪ରେ ଲଘୁଚାପ ସମ୍ଭାବନା ! ବଢ଼ିବ ଶୀତ

ଭୁବନେଶ୍ୱର (କେନ୍ୟୁଜ): ୧୪ ତାରିଖରେ ଲଘୁଚାପ ସମ୍ଭାବନା। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପରେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୧୬ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ…