Browsing Tag

ojee exam today

ଆଜି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ, ରାଜ୍ୟର ୨୧ଟି ସହରରେ ୫୪ଟି ସେଣ୍ଟରରେ ହେବ ପରୀକ୍ଷା

ଭୁବନେଶ୍ବର: ଆଜି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଅନୁଷ୍ଠିତ ହେବ । ଏଥର ପରୀକ୍ଷା ଜେଇଇ ଢାଞ୍ଚାରେ ହେବ । ଦିନକୁ ତିନିଟି ସିଫ୍ଟରେ ପରୀକ୍ଷା କରାଯିବ । ରାଜ୍ୟର ୨୧ଟି ସହରରେ ୫୪ଟି ସେଣ୍ଟରରେ ପରୀକ୍ଷା ହେବ । ଏହା ସହିତ ରାଜ୍ୟ ବାହାରେ ମଧ୍ୟ କୋଲକାତା, ରାଞ୍ଚି ଓ ପାଟନାରେ…

ଆଜି ଓଜେଇ ପରୀକ୍ଷା, ରାଜ୍ୟର ୫୩ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୩୦ହଜାର ପରୀକ୍ଷାର୍ଥୀ

ଆଜି ଓଜେଇଇ ପରୀକ୍ଷା। ରାଜ୍ୟର ୫୩ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ମୋଟ ୩୦ହଜାର ପରୀକ୍ଷାର୍ଥୀ। ଦୁଇଟି ସିଟିଂରେ ପରୀକ୍ଷା ହେଉଛି। ପ୍ରଥମ ସିଂଟିଂ ସକାଳ ୯ଟାରୁ ୧୨ଟା ଏବଂ ଦ୍ୱିତୀୟ ସିଟିଂ ଅପରାହ୍ନ ୨ଟାରୁ ୪ଟା ପର‌୍ୟ୍ୟନ୍ତ ଅନୁଷ୍ଠିତ ହେବ। ବି.ଫାର୍ମା, ଇଣ୍ଟିଗ୍ରେଟେଡ୍ ଏମ୍ବିଏ,…