Browsing Tag

surya narayan patra

ଆଜି ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷକୃତ୍ୟ, ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ପରଲୋକରେ ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଗତକାଲି ସଂଧ୍ୟା ସାଢେ ୭ଟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ସେ ଅସୁସ୍ଥ…

ଆଗାମୀ ବିଧାନସଭା ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି, ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଲୋଡିବେ…

ଭୁବନେଶ୍ବର : ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ । ଆଗାମୀ ବିଧାନସଭା ଅଧିବେଶନ ପୂର୍ବରୁ ସେ ବୈଠକ ଡାକିଛନ୍ତି । ବିଧାନସଭା ଅଧିବେଶନକୁ ସୁରୁଖୁରୁରେ ଚଳାଇବା ନେଇ ସବୁ ଦଳର ସହଯୋଗ ଲୋଡିବେ ବାଚସ୍ପତି । ସେହିପରି ନବ ନିର୍ବାଚିତ ବିଧାୟକଙ୍କୁ ତାଲିମ ଦିଆଯିବ ବୋଲି ସୂଚନା ଦେଇଛନ୍ତି…

ନବୀନ ହୁଅନ୍ତୁ ପ୍ରଧାନମନ୍ତ୍ରୀ, ପ୍ରଥମ ଥର ପାଇଁ ପାର୍ଟି ଫୋରମରେ କହିଲେ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର

ଏକଦା ବିଜୁ ବାବୁ ପ୍ରଧାନମନ୍ତ୍ରୀ ହେବା କଥା ଚର୍ଚ୍ଚା ହୋଇଥିଲା । ଏବେ ପ୍ରଧାନମନ୍ତ୍ରୀ ପଦ ପାଇଁ ନବୀନଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି । ଏନେଇ ବିଜେଡି ଉପସଭାପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି, ନବୀନ ହିଁ ପ୍ରଧାନମନ୍ତ୍ରୀ ହେବାକୁ ଯୋଗ୍ୟ । ଓଡ଼ିଶାବାସୀ ଓ ଭାରତବାସୀ ଚାହାନ୍ତି ନବୀନ…