ଜମ୍ମୁ-କାଶ୍ମୀର: ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା, ଲସ୍କରର ୨ ଆତଙ୍କୀ ନିପାତ, କାଶ୍ମୀର ପଣ୍ଡିତଙ୍କ ହତ୍ୟାକାରୀ ଥିଲେ
ଜମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷା ବାହିନୀ ଆଜି ଶୋପିଆନ୍ ଜିଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଏ-ତାଇବାର ଦୁଇ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। କାଶ୍ମୀର ଜୋନର ପୋଲିସ ଅଧିକାରୀ କହିଛନ୍ତି ଯେ ଦୁଇ ଆତଙ୍କବାଦୀଙ୍କୁ ଚିହ୍ନଟ…