ପ୍ରକାଶ ପାଇଲା JEE ମେନ୍ ସେସନ୍ -୨ ରେଜଲ୍ଟ , ଶତପ୍ରତିଶତ ମାର୍କ ରଖିଛନ୍ତି ୫୬ ପରୀର୍କ୍ଷାଥୀ
ଭୁବନେଶ୍ୱର (କେନ୍ୟୁଜ): ପ୍ରକାଶ ପାଇଲା JEE ମେନ୍ ସେସନ୍ -୨ ରେଜଲ୍ଟ । NTA ପକ୍ଷରୁ ପ୍ରକାଶ ପାଇଲା JEE ମେନ୍ ରେଜଲ୍ଟ । ଛାତ୍ରଛାତ୍ରୀ ମାନେ http://jeemain.nta.ac.inରେ ରେଜଲ୍ଟ ଦେଖିପାରିବେ । ଜାନୁଆରୀ ଓ ଏପ୍ରିଲରେ ଅନୁଷ୍ଠିତ ଦୁଇ ପର୍ଯ୍ୟାୟ ପରୀକ୍ଷାରେ ଚଳିତ ବର୍ଷ ରେକର୍ଡ ସଂଖ୍ୟକ ୫୬ ଜଣ ଟପ୍ପର ତାଲିକାରେ ସ୍ଥାନ ପାଇଛନ୍ତି । ୧୦ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲା ବେଳେ ୫୬ ଜଣ…
Read More...