ପାଟକୁରା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ସ୍ୱର୍ଗତ ବେଦପ୍ରକାଶ ଅଗ୍ରଓ୍ଵାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରଓ୍ଵାଲ ଲଢିବେ ନିର୍ବାଚନ

ପାଟକୁରା : ପାଟକୁରା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ସ୍ୱର୍ଗତ ବେଦପ୍ରକାଶ ଅଗ୍ରଓ୍ଵାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରଓ୍ଵାଲଙ୍କୁ ଦଳ ପ୍ରାର୍ଥୀ କରିଛି। ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବରୁ ପାଟକୁରା ପାଇଁ ବେଦପ୍ରକାଶ ଅଗ୍ରଓ୍ଵାଲଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି। ତେବେ ନିର୍ବାଚନ ପୂର୍ବରୁ ତାଙ୍କର ଦେହାନ୍ତ ହୋଇଥିଲା। ଏହାପରେ ସ୍ଥଗିତ ରହିଛି ପାଟକୁରା ନିର୍ବାଚନ। ମେ ୧୯ ତାରିଖରେ ପାଟକୁରାରେ ଭୋଟ୍‌ ନିଆଯିବ।

Leave A Reply

Your email address will not be published.