କେନ୍ଦ୍ରାପଡ଼ାରେ ଅନୁଭବ ମହାନ୍ତିଙ୍କ ପ୍ରଚାର

ଭୁବନେଶ୍ବର (କେନ୍ୟୁଜ୍) : କେନ୍ଦ୍ରାପଡା ଲୋକସଭା ଆସନ ପାଇଁ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି ସାଂସଦ ଅନୁଭବ ମହାନ୍ତି । ବଳଦେବ ଜିଉଙ୍କ ମନ୍ଦିରକୁ ଯାଇ ସେ ପୂଜାର୍ଚ୍ଚନା କରିବା ସହ ମହାପ୍ରଭୁଙ୍କର ଆଶୀର୍ବାଦ ଭିକ୍ଷା କରିଛନ୍ତି ।