ଆଜି ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଦାଖଲର ଶେଷ ଦିନ, ୪ ଲୋକସଭା ଆସନରେ ହେବ ଭୋଟିଂ
ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ପ୍ରଥପ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ଆସନରେ ଭୋଟିଂ ହେବ । ମେ ୧୩ରେ ହେବ ଭୋଟଗ୍ରହଣ। ଗତ ୨୦୧୯ ନିର୍ବାଚନରେ ବ୍ରହ୍ମପୁର ଓ ନବରଙ୍ଗପୁର ଲୋକସଭା ଆସନରେ ବିଜେଡି ଜିତିଥିବା ବେଳେ କଳାହାଣ୍ଡିରେ ବିଜେପି ଓ କୋରାପୁଟ ଲୋକସଭା ଆସନରେ…
Read More...