Below header

ଦିନ ଗୋଟାଏ ସୁଦ୍ଧା ଓଡ଼ିଶାର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଆସନରେ ୪୧ ପ୍ରତିଶତ ମତଦାନ

କେନ୍ୟୁଜ୍ : ଗଣତନ୍ତ୍ରର ମହାପର୍ବର ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଆସନରେ ଭୋଟିଂ ହେଉଛି । ଦିନ ଗୋଟାଏ ସୁଦ୍ଧା ୪୧ ପ୍ରତିଶତ ମତଦାନ ହୋଇଛି । ଭୋଟ୍‌ ଦେବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି । ଭୋଟରମାନେ ଧାଡ଼ିରେ ଯାଇ ମତଦାନ କରୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.