ଚା କପରେ ବି ଚୌକିଦାର

ଲୋକସଭା ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳ ମାନଙ୍କ ପ୍ରଚାର ସେତିକି ମାତ୍ରାରେ ବଢି ଚାଲିଛି । ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଭିନ୍ନ ଭିନ୍ନ ଢଙ୍ଗରେ କରାଯାଉଛି ପ୍ରଚାର । ଏଇ ଯେମିତି ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ‘ମୈ ଭି ଚୌକିଦାର’ । ଯାହା ଏବେ ସବୁଠି ଦେଖିବାକୁ ଓ ଶୁଣିବାକୁ ମିଳୁଛି । ପ୍ରତ୍ୟେକ ବିଜେପି ନେତା ସେମାନଙ୍କ ନାଁ ପୂର୍ବରୁ ଚୌକିଦାର ଶବ୍ଦଟିକୁ ଲଗାଇଛନ୍ତି । ପ୍ରଚାର ମାତ୍ରା ଏତେ ବଢିଯାଇଛି ଯେ ଚା’ କପ୍‌ ବି ଏଥିରୁ ବାଦ ପଡ଼ିନି । ଶତାବ୍ଦୀ ଏକ୍ସପ୍ରେସରେ ପରସା ଯାଉଥିବା ଚା କପ୍‌ରେ ଚୌକିଦାର ଲେଖାଯାଇଥବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ଏହାକୁ ବିରୋଧ କରି ଟ୍ରେନ୍‌ର କିଛି ଯାତ୍ରୀ ଆରପିଏଫରେ ଅଭିଯୋଗ କରିଛନ୍ତି । କାରଣ ସରକାରୀ ଭାବେ ଏହା ବିଜେପିର ପ୍ରଚାର ବୋଲି ସେମାନେ ଅଭିଯୋଗ କରିଛନ୍ତି ।

Sasmita

Share
Published by
Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago