କନ୍ଧମାଳ ବିଜେଡି ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଡ.ଅଚ୍ୟୁତ ସାମନ୍ତ

କନ୍ଧମାଳ ଲୋକସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଡକ୍ଟର ଅଚ୍ୟୁତ ସାମନ୍ତ । କନ୍ଧମାଳ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ନିକଟରେ ଡକ୍ଟର ସାମନ୍ତ ନାମାଙ୍କନ କରିଛନ୍ତି। ଦଳର ସବୁ ବିଜେଡି ନେତୃବୃନ୍ଦ,ସବୁବର୍ଗର ପ୍ରତିନିଧି ଓ ଶୁଭେଚ୍ଛୁଙ୍କ ସହ ଯାଇ ନାମାଙ୍କନ ଦାଖଲ କରିଛନ୍ତି ଡକ୍ଟର ଅଚ୍ୟୁତ ସାମନ୍ତ।

FOUNDERS RALLY-1

ଅତି ନିରାଡମ୍ବର ଭାବେ ବିଜେଡି ସମର୍ଥକ ଓ ନିଜର ଶୁଭେଚ୍ଛୁଙ୍କ ସହ ମାଦିକୁନ୍ଦା ଛକରୁ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟକୁ ଯାଇଥିଲେ ।

Leave A Reply

Your email address will not be published.