କନ୍ଧମାଳ ଲୋକସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଡକ୍ଟର ଅଚ୍ୟୁତ ସାମନ୍ତ । କନ୍ଧମାଳ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ନିକଟରେ ଡକ୍ଟର ସାମନ୍ତ ନାମାଙ୍କନ କରିଛନ୍ତି। ଦଳର ସବୁ ବିଜେଡି ନେତୃବୃନ୍ଦ,ସବୁବର୍ଗର ପ୍ରତିନିଧି ଓ ଶୁଭେଚ୍ଛୁଙ୍କ ସହ ଯାଇ ନାମାଙ୍କନ ଦାଖଲ କରିଛନ୍ତି ଡକ୍ଟର ଅଚ୍ୟୁତ ସାମନ୍ତ।
ଅତି ନିରାଡମ୍ବର ଭାବେ ବିଜେଡି ସମର୍ଥକ ଓ ନିଜର ଶୁଭେଚ୍ଛୁଙ୍କ ସହ ମାଦିକୁନ୍ଦା ଛକରୁ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ୟ୍ୟାଳୟକୁ ଯାଇଥିଲେ ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…