ଭୁବନେଶ୍ୱରର ବୁଥ୍‌ ନମ୍ବର ୭୭ରେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ

ଭୁବନେଶ୍ୱର(କେନ୍ୟୁଜ୍) : ଭୁବନେଶ୍ୱରରେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ। ୟୁନିଟ୍‌-୧ ସରକାରୀ ପ୍ରାଥମିକ ବିଦ୍ୟାଳୟର ବୁଥ୍‌ ନମ୍ବର ୭୭ରେ ଭୋଟ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ସହ ତାଙ୍କ ପରିବାର ମଧ୍ୟ ଭୋଟ ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.