କେନ୍ଦ୍ରାପଡ଼ାରେ ହେଭିୱେଟ୍‌ ନୋମିନେସନ୍‌ : ନାମାଙ୍କନ ଦାଖଲ କଲେ ବିଜେଡିର ଲୋକସଭା ପ୍ରାର୍ଥୀ ଅନୁଭବ ମହାନ୍ତି ଓ ବିଧାନସଭା ପ୍ରାର୍ଥୀ ଶଶିଭୂଷଣ ବେହେରା

କେନ୍ଦ୍ରାପଡ଼ା(କେନ୍ୟୁଜ୍) : ନାମାଙ୍କନ ଦାଖଲ କଲେ ଅନୁଭବ ମହାନ୍ତି। କେନ୍ଦ୍ରାପଡ଼ା ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଭାବରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ସେ ମନୋନୟନପତ୍ର ଦାଖଲ କରିଛନ୍ତି। ଏତିକିବେଳେ ତାଙ୍କ ପାଖରେ ଉପସ୍ଥିତ ଥିଲେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ।

ଆଜି ନିଜ ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ନାମାଙ୍କନ ଦାଖଲ ପାଇଁ ବାହିରିଥିଲେ ଅନୁଭବ। ଦଳୀୟ କର୍ମୀ ଓ ସମର୍ଥକଙ୍କ ଗହଣରେ ରୋଡ୍‌ ସୋରେ ଆସିଥିଲେ।

ସେହିପରି ଆଜି ସରୁଛି ଚତୁର୍ଥ ପର୍ଯ୍ୟାୟ ନାମାଙ୍କନ ଦାଖଲ। କେନ୍ଦ୍ରାପଡ଼ାରେ ବିଜେଡିର ବିଧାନସଭା ପ୍ରାର୍ଥୀ ଶଶିଭୂଷଣ ବେହେରା ମଧ୍ଯ ନାମାଙ୍କନ ଦାଖଲ କରିଛନ୍ତି । କର୍ମୀ ଓ ସମର୍ଥକଙ୍କ ସହ ଦୁଇ ପ୍ରାର୍ଥୀ ପ୍ରଥମେ ବଳଦେବଦୀଉ ମନ୍ଦିର ଯାଇଥିଲେ । ସେଠାରେ ପୂଜାର୍ଚ୍ଚନା ପରେ ଏକ ରୋଡ ଶୋରେ ଯାଇ ନାମାଙ୍କନ ଦାଖଲ କରିଥିବା ଜଣାପଡିଛି ।

KNews Bureau

Share
Published by
KNews Bureau

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 min ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

30 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

49 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

57 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago