ଯାଞ୍ଚ ଶେଷ : ବିଧାନସଭା ପାଇଁ ୨୬୧ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର କାଏମ୍

ଭୁବନେଶ୍ବର(କେନ୍ୟୁଜ୍) : ଦ୍ୱିତୀୟ ପର‌୍ୟ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ବିଧାନସଭା ପାଇଁ ୨୬୧ ଏବଂ ଲୋକସଭା ପାଇଁ ୩୭ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର କାଏମ୍ ରହିଛି । ଦ୍ୱିତୀୟ ପର‌୍ୟ୍ୟାୟ ନିର୍ବାଚନ ପାଇଁ ଦାଖଲ ହୋଇଥିବା ୨୯୯ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଯାଞ୍ଚ ପରେ ବିଭିନ୍ନ କାରଣରୁ ୩୮ ପ୍ରାର୍ଥୀଙ୍କର ନାମାଙ୍କନ ନାକଚ ହୋଇଛି । ସେହିପରି ଲୋକସଭା ପାଇଁ ଦାଖଲ ହୋଇଥିବା ୪୫ ପ୍ରାର୍ଥୀଙ୍କ ନାମାଙ୍କନ ଯାଞ୍ଚ ପରେ ୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ ହୋଇଛି । ୧୮ ତାରିଖରେ ଦ୍ୱିତୀୟ ପର‌୍ୟ୍ୟା ଭୋଟଗ୍ରହଣ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.