ନିର୍ବାଚନ ମୈଦାନରେ ବଲାଙ୍ଗିର ଲୋକସଭା ପ୍ରାର୍ଥୀ, ଓହ୍ଲାଇଛନ୍ତି ତିନି ପ୍ରମୁଖ ରାଜନୈତିକ ଦଳଙ୍କ ପ୍ରାର୍ଥୀ

ବଲାଙ୍ଗିର (କେନ୍ୟୁଜ୍) : ବାଜିଛି ନିର୍ବାଚନୀ ବିଗୁଲ । ଘୋଷଣା ହୋଇଛି ରାଜନୈତିକ ଦଳ ଗୁଡ଼ିଙ୍କ ପ୍ରାର୍ଥୀଙ୍କ ନାଁ । ବଲାଙ୍ଗିର ଲୋକସଭା ପାଇଁ ମୈଦାନକୁ ଓହ୍ଲାଇଛନ୍ତି ତିନି ପ୍ରମୁଖ ରାଜନୈତିକ ଦଳଙ୍କ ପ୍ରାର୍ଥୀ । କଂଗ୍ରେସ ଦଳର ପ୍ରାର୍ଥୀ ହୋଇଛନ୍ତି ସମରେନ୍ଦ୍ର ମିଶ୍ର, ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି କଳିକେଶ ନାରାୟଣ ସିଂଦେଓ, ସେହିଭଳି ବିଜେପିରୁ ଲୋକସଭା ପ୍ରାର୍ଥୀ ହୋଇଛନ୍ତି ସଙ୍ଗୀତା ସିଂହଦେଓ । ତେବେ ଏବେଠୁ ଆରମ୍ଭ ହୋଇଗଲାଣି ପ୍ରଚାର ମାହୋଲ । ବୀରମହାରାଜପୁରରେ କର୍ମୀ ଓ ସମର୍ଥକଙ୍କ ସହ ରୋଡସୋ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର । ଦୀର୍ଘ ୨ ଦଶନ୍ଧି ଧରି ଏଠାରେ ବିଜେଡି ଜିତି ଆସୁଥିବା ବେଳେ ଏଥର କଂଗ୍ରେସ ବିଜୟ ହେବ ବୋଲି କହିଛନ୍ତି ସମରେନ୍ଦ୍ର ।

ସେହିପରି ବିଜେଡିର ଲୋକସଭା ପ୍ରାର୍ଥୀ କଳିକେଶ ନାରାୟଣ ସିଂଦେଓ ସୋନପୁରରେ ସମର୍ଥକ ଏବଂ ପତ୍ନୀଙ୍କ ସହ ଯାଇ ଇଷ୍ଟଦେବୀ ସମଲେଶ୍ୱରୀଙ୍କଠାରେ ପୂଜାର୍ଚ୍ଚନା କରିଛନ୍ତି । ତାଙ୍କର କହିବା କଥା ଏହି ଅଞ୍ଚଳରେ ଏନେକ ବିକାଶ ମୂଳକ କାର‌୍ୟ୍ୟ କରିଥିବାରୁ ପୁଣିଥରେ ଲୋକେ ମହୁମତ ଦେଇ ବିଜୟ କରାଇବେ ।

KNews Bureau

Share
Published by
KNews Bureau

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

21 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

23 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

26 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

33 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

48 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago