ବିଜେପୁର ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି

ବିଜେପୁର ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ସନତ ଗଡ଼ତିଆଙ୍କୁ ପ୍ରାର୍ଥୀ କରିଛି ବିଜେପି । ଦଳ ପକ୍ଷରୁ ଆଜି ସନତ ଗଡ଼ତିଆଙ୍କ ନାଁ ଘୋଷଣା କରାଯାଇିଛି । ବିଜେପୁରରେ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି । ସେହିପରି କଂଗ୍ରେସ ତରଫରୁ ରିପୂନାଥ ସେଠ୍ ବିଜେପୁର ପାଇଁ ପ୍ରାର୍ଥୀ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.