ଓଡ଼ିଶାର ୨ଟି ଲୋକସଭା ଓ ୯ ବିଧାନସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ତାଲିକା

ଭୁବନେଶ୍ବର(କେନ୍ୟୁଜ୍) : ଓଡ଼ିଶାର ୨ଟି ଲୋକସଭା ଓ ୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। କଟକ ଲୋକସଭା ଆସନରୁ ଲଢିବେ ପଞ୍ଚାନନ କାନୁନ୍‌ଗୋ। ସେହିପରି ଯାଜପୁର ଲୋକସଭା ଆସନ ପାଇଁ କଂଗ୍ରେସ ମାନସ ଜେନାଙ୍କୁ ପ୍ରାର୍ଥୀ କରିଛି। ସେହିପରି ୯ଟି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଯାଜପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ କୁମାର ନନ୍ଦ। କାମାକ୍ଷାନଗରରୁ ଲଢିବେ ଭବାନୀ ଶଙ୍କର ମହାପାତ୍ର। ପାରାଦୀପ ବିଧାନସଭା ଆସନ ପାଇଁ ଅରିନ୍ଦମ ସର୍କେଲକୁ ପ୍ରାର୍ଥୀ କରିଛି ଦଳ। ସେପଟେ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ଵୀବଲ୍ଲଭ ପଟ୍ଟନାୟକ। ସେ ବେଗୁନିଆରୁ ପ୍ରାର୍ଥୀ ହୋଇଛନ୍ତି। ବାଲେଶ୍ୱରରୁ ମାନସ ଦାସ ପଟ୍ଟନାୟକ, ବଡମ୍ବାରୁ ବବି ମହାନ୍ତି, ପିପିଲିରୁ ଯୁଧିଷ୍ଠିର ସାମନ୍ତରାୟ, ଧର୍ମଶାଳାରୁ ସ୍ମୃତିରେଖା ପହି ଓ ହିନ୍ଦୋଳ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ତ୍ରିନାଥ ବେହେରା।

KNews Bureau

Share
Published by
KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago