Below header

ନିର୍ବାଚନ ପୂର୍ବରୁ ବିପୁଳ ପରିମାଣର ନିଶାଦ୍ରବ୍ୟ ଜବତ

ବରଗଡ (କେନ୍ୟୁଜ୍) : ନିର୍ବାଚନ ପୂର୍ବରୁ ବିପୁଳ ପରିମାଣର ନିଶାଦ୍ରବ୍ୟ ଜବତ । ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପୋଲିସ ଦ୍ୱାରା ବିଭିନ୍ନ ସ୍ଥାନରୁ ନିଶାଦ୍ରବ୍ୟ ଜବତ ହୋଇଛି। ଏହାସହ ପାଇକମାଲର ମୁକେଶ ଅଗ୍ରଓ୍ଵାଲ ଓ ଲଳିତା ରାଓଙ୍କ ଠାରୁ ୨୩୦ଟି କପ୍ ସିରଫ, ୭କେଜିରୁ ଅଧିକ ଗଞ୍ଜେଇ ସହ ୩ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି ପୋଲିସ । ପଦ୍ମପୁର ଉପଖଣ୍ଡ ପୋଲିସ ଅଧିକାରୀ ପ୍ରଦୀପ କୁମାର ସାହୁ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.