Below header

କେନ୍ଦୁଝର ଆସନରେ ଚାଲିଛି ଜୋରଦାର ପ୍ରଚାର, ବିଜେଡି ସାଂସଦ ପ୍ରାର୍ଥିନୀ ଚନ୍ଦ୍ରାଣୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଧାୟକ ସନା ମହାକୁଡ

କେନ୍ଦୁଝର(କେନ୍ୟୁଜ୍): କେନ୍ଦୁଝର ଆସନରେ ଚାଲିଛି ଜୋରଦାର ପ୍ରଚାର। ବିଜେଡି ସାଂସଦ ପ୍ରାର୍ଥୀ ଚନ୍ଦ୍ରାଣି ମୁର୍ମୁଙ୍କ ପାଇଁ ପ୍ରଚାରକୁ ଓହ୍ଲାଇଛନ୍ତି ଚମ୍ପୁଆର ହେଭିୱେଟ ନେତା ତଥା ସ୍ଥାନୀୟ ବିଧାୟକ ସନା ମହାକୁଡ଼। ଏହାସହ ଚମ୍ପୁଆର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ମଧ୍ୟ ପ୍ରଚାରରେ ସାମିଲ ହୋଇଛନ୍ତି। ଚମ୍ପୁଆରେ ୧୬ଜଣ ବିଧାୟକ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.