Below header

ଝାରସୁଗୁଡାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ସମ୍ବଲପୁର ସମାବେଶରେ ଦେବେ ଯୋଗ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଝାରସୁଗୁଡ଼ା ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଆଜିର କାର୍ଯ୍ୟକ୍ରମରେ ସେ ପ୍ରଥମେ ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗ ଦେବେ । ଏହାପରେ ରାଜଧାନୀ ଭୁବନେଶ୍ୱରରେ ଏକ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.