ଆଜିଠାରୁ ସିଏମ୍‌ଙ୍କ ସେକେଣ୍ଡ ଫେଜ୍‌ ପ୍ରଚାର , ସୁନ୍ଦରଗଡ଼ରୁ ଅଭିଯାନ ଆରମ୍ଭ କରିବେ ବିଜେଡି ସୁପ୍ରିମୋ

କେନ୍ୟୁଜ୍ : ଆଜିଠାରୁ ସିଏମ୍‌ଙ୍କ ସେକେଣ୍ଡ ଫେଜ୍‌ ପ୍ରଚାର । ସୁନ୍ଦରଗଡ଼ରୁ ଅଭିଯାନ ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଉରକେଲା ଓ ରଘୁନାଥପାଲ୍ଲିରେ ରୋଡ୍‌ ଶୋ କାର୍ଯ୍ୟକ୍ରମ ରହିଛି। ପ୍ରଥମେ ସୁନ୍ଦରଗଡ଼ ନିର୍ବାଚନ ମଣ୍ଡଳୀର ହେମଗିରିଠାରେ ପହଞ୍ଚି ସାଧାରଣ ସଭାରେ ଯୋଗ ଦେବେ। ହେମଗିରିଠାରୁ ବାହାରି ତଳସରା ନିର୍ବାଚନମଣ୍ଡଳୀର ଜାମପାଲିଠାରେ ପହଞ୍ଚିବେ। ଜାମପାଲି ପରେ ବଣେଇର ରାଜମୁଣ୍ଡାଠାରେ ପହଞ୍ଚି ନିର୍ବାଚନ ସଭାରେ ନବୀନ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ରାଜମୁଣ୍ଡା ପରେ ମୁଖ୍ୟମନ୍ତ୍ରୀ ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ଯିବେ। ବୀରମିତ୍ରପୁରର ରାଏବଗାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି। ଶେଷରେ ରାଉରକେଲା ଓ ରଘୁନାଥପାଲ୍ଲୀରେ ରୋଡ୍‌ ଶୋ ରହିଛି। ଅର୍ଥାତ ଆଜି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଜିଲ୍ଲାର ସବୁ ନିର୍ବାଚନମଣ୍ଡଳୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

KNews Bureau

Share
Published by
KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

23 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

54 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

57 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

60 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

1 hour ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago