ନାଗପୁରର ୨୨୦ ନମ୍ବର ବୁଥରେ ସପରିବାର ମତଦାନ କଲେ ନୀତିନ ଗଡ଼କରି

ନାଗପୁର : ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବହୁ ହେଭିୱେଟଙ୍କ ନେତାଙ୍କ ରହିଛି ଭାଗ୍ୟପରୀକ୍ଷା। ମହାରାଷ୍ଟ୍ରର ନାଗପୁର ଲୋକସଭା ଆସନରେ ନୀତିନ ଗଡ଼କରି ନିର୍ବାଚନରେ ଲଢୁଛନ୍ତି। ତାଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଛନ୍ତି କଂଗ୍ରେସର ନାନା ପାଟୋଲେ। ସକାଳେ ନୀତିନ ସପରିବାର ନାଗପୁରର ୨୨୦ ନମ୍ବର ବୁଥରେ ମତଦାନ କରିଛନ୍ତି। ୨୦୧୪ ନିର୍ବାଚନରେ ନୀତିନ ଗଡ଼କରୀ ୨ ଲକ୍ଷ ୮୪ ହଜାର ଭୋଟ ବ୍ୟବଧାନରେ ବିଜୟ ଲାଭ କରିଥିଲେ। ସେପଟେ ଜମ୍ମୁ ଓ କଶ୍ମୀରର କାଠୁୱା ଲୋକସଭା ଆସନରୁ ନିର୍ବାଚନ ଲଢୁଥିବା କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ମଧ୍ୟ ମତଦାନ କରିଛନ୍ତି।

KNews Bureau

Share
Published by
KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

2 hours ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

3 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago