ବାରାଣସୀ ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କେନ୍ୟୁଜ୍: ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାରଣାସୀ ଲୋକସଭା ଆସନ ପାଇଁ ସେ ନିଜର ପ୍ରାର୍ଥିପତ୍ର ଭରିଛନ୍ତି । ନାମାଙ୍କନ ବେଳେ ଏନ୍‌ଡିଏର ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି । ଏହା ସହ ବିଜେପିର ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଅଛନ୍ତି । ଏହା ପୂର୍ବରୁ ମୋଦି ବୁଥ୍‌ ପ୍ରମୁଖ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଥିଲେ । ୨ୟ ଥର ପାଇଁ ବାରାଣସୀରୁ ନିର୍ବାଚନ ଲଢିବେ ମୋଦି । ନାମାଙ୍କନ ଭରିବା ପୂର୍ବରୁ ମୋଦି ପ୍ରଥମେ କାଳଭୈରବୀ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ନାମାଙ୍କନ ପୂର୍ବରୁ ପ୍ରଧାନମନ୍ତ୍ରୀ ଗତକାଲି ବିଶାଳ ରୋଡ୍‌ ସୋ’ କରିଥିଲେ । ଆଜି ମଧ୍ୟ ଏକ ରୋଡ୍‌ ସୋ’ କରିବାର କାର୍ଯ୍ୟକ୍ରମ ରହିଛି ।

KNews Bureau

Share
Published by
KNews Bureau

Recent Posts

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

1 min ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

8 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

24 mins ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

43 mins ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

1 hour ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

1 hour ago