ଆସନ୍ତା ୨୬ରେ ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି

କେନ୍ୟୁଜ୍: ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ବାଲେଶ୍ୱରରେ ନିର୍ବାଚନ ପ୍ରଚାର କରିବେ। ବାଲେଶ୍ୱର ସାଂସଦ ନବଜ୍ୟୋତି ପଟ୍ଟନାୟକ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗିବେ ରାହୁଲ। ନିର୍ବାଚନ ତାରିଖ ଘୋଷଣା ପରେ ଏହା ରାହୁଲଙ୍କ ଦ୍ୱିତୀୟ ଓଡ଼ିଶା ଗସ୍ତ। ତାରିଖ ଘୋଷଣା ପରେ ରାହୁଲ ପୂର୍ବରୁ ସେ ବରଗଡ଼ ଆସିଥିଲେ।

 

KNews Bureau

Share
Published by
KNews Bureau

Recent Posts

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି, ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି

କେନ୍ୟୁଜ୍‌: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା ।…

16 mins ago

ଗ୍ରାହକଙ୍କୁ ଆଶ୍ୱସ୍ତି, ମାସ ଆରମ୍ଭରୁ କମିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦେଶରେ ଲୋକସଭା ନିର୍ବାଚନର ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି । ଭୋଟ ଚାଲିଥିବା ବେଳେ ଗ୍ରାହକଙ୍କୁ ଖୁସି କରିଦେଇଛନ୍ତି…

23 mins ago

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

50 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

1 hour ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

1 hour ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago