Below header

ଶଶି ଭୂଷଣ ବେହେରା ହେଲେ କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର : କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ହେଲେ ଶଶି ଭୂଷଣ ବେହେରା । ଭୁବନେଶ୍ୱର ଜୟଦେବ ବିଧାୟକ ତଥା ପୂର୍ବତନ ଅର୍ଥମନ୍ତ୍ରୀ ଶଶି ଭୂଷଣଙ୍କ ନାମ ଉପରେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକ ମୋହର ମାରିଛନ୍ତି । ଏହା ପରେ ଏ ସମ୍ପର୍କରେ ବିଜେଡି ରାଜ୍ୟ ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.