Below header

ଦଳରୁ ଇସ୍ତଫା ଦେଲେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ମୁଖପାତ୍ର ସୋନାଲି ସାହୁ

ଭୁବନେଶ୍ବର(କେନ୍ୟୁଜ୍) : ଆଉ ଜଣେ କଂଗ୍ରେସ ନେତ୍ରୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ହେଉଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ମୁଖପାତ୍ର ସୋନାଲି ସାହୁ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋନାଲି ତାଙ୍କ ଇସ୍ତଫାପତ୍ର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଦଳୀୟ ନେତୃତ୍ୱର ନିଷ୍କ୍ରିୟତାକୁ ଦାୟୀ କରି ସେ ଦଳ ଛାଡୁଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.