Below header

ବିଜେଡିର ୩ ନେତାଙ୍କୁ ନୂଆ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍) : ବିଜେଡିର ୩ ନେତାଙ୍କୁ ସଂଗଠନ ଦାୟିତ୍ୱ। ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଓ ମୀନକେତନ ଅମାନ୍ତଙ୍କୁ ମିଳିଲା ନୂଆ ଦାୟିତ୍ୱ। ଦଳର ସାଧାରଣ ସମ୍ପାଦକ ଭାବେ ତିନି ଜଣଙ୍କୁ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ। ସେହିପରି ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ବିଜେପୁର ବିଧାନସଭା ପାଇଁ ସହ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.