Below header

ପଦ୍ମ ଛାଡି ଶଙ୍ଖ ଫୁଙ୍କିଲେ କାକଟପୁର ବିଜେପି ପ୍ରାର୍ଥୀ ତୁଷାରକାନ୍ତି ବେହେରା

ଭୁବନେଶ୍ବର(କେନ୍ୟୁଜ୍) : ପଦ୍ମ ଛାଡି ଶଙ୍ଖ ଫୁଙ୍କିଲେ କାକଟପୁର ବିଜେପି ପ୍ରାର୍ଥୀ ତୁଷାରକାନ୍ତି ବେହେରା। ଆଜି ସେ ନବୀନ ନିବାସରେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ତୁଷାରଙ୍କୁ ବିଜେପି କାକଟପୁର ବିଧାନସଭାରୁ ପ୍ରାର୍ଥୀ ଘୋଷଣା କରିଥିଲା।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.