କାଲିଠୁ କମ୍ପିବ ପ୍ରଚାର ମୈଦାନ, କ୍ୟାମ୍ପେନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଭୁବନେଶ୍ୱର : କାଲିଠୁ କମ୍ପିବ ପ୍ରଚାର ମୈଦାନ । କ୍ୟାମ୍ପେନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୨୦୨୪ ସାଧାରଣ ନିର୍ବାଚନରେ ପ୍ରଥମ ଥର ଗ୍ରାଉଣ୍ଡ ଜିରୋରେ ପ୍ରଚାର ଆରମ୍ଭ କରିବେ ନବୀନ । ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ କରିବେ କ୍ୟାମ୍ପେନ । ହିଞ୍ଜିଳି ଆସନରୁ ନବୀନ ଲଗାତାର ୫ ଥର ଜିତିଛନ୍ତି । ଏଥର ଷଷ୍ଠ ଥର ପାଇଁ ପ୍ରାର୍ଥୀ ହୋଇଛନ୍ତି ।
୨୦୨୪ ନିର୍ବାଚନ ପ୍ରଚାର ପାଇଁ କଣ ରହିବ ମୂଳମନ୍ତ୍ର…
Read More...