ଆଜି ବସିବ ଛତିଶା ନିଯୋଗ ବୈଠକ, ଚନ୍ଦନ ଯାତ୍ରା ପାଇଁ ରୂପରେଖ ହେବ ଚୂଡାନ୍ତ
ପୁରୀ (କେନ୍ୟୁଜ): ଆଜି ବସିବ ଛତିଶା ନିଯୋଗ ବୈଠକ । ଅପରାହ୍ଣ ୫ଟାରେ ନୀଳାଦ୍ରି ଭକ୍ତ ନିବାସରେ ବୈଠକ ବସିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ କରାଯିବ । ଆସନ୍ତା ମେ ୧୦ ତାରିଖରେ ହେବାକୁ ଥିବା ଅକ୍ଷୟ ତୃତୀୟା, ରଥ ନିର୍ମାଣ ଅନୁକୂଳ ଓ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ନେଇ ରୂପରେଖ ଚୂଡାନ୍ତ ହେବ । ଅକ୍ଷୟ ତୃତୀୟା ଠାରୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଧୁସୂଦନ ,ଭୂଦେବୀ ,ଶ୍ରୀ…
Read More...