ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ୫୭ତମ ସମ୍ମାନସୂଚକ ଡକ୍ଟୋରେଟ୍
ଭୁବନେଶ୍ବର: ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ୫୭ତମ ସମ୍ମାନସୂଚକ ଡକ୍ଟୋରେଟ୍। ରାଜସ୍ଥାନ ଜୟପୁରର ମହିଳା ବିଶ୍ୱବିଦ୍ୟାଳୟ ପକ୍ଷରୁ ଶିକ୍ଷାବିତ୍ ଓ ସମାଜସେବୀ ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍ ଡିଗ୍ରୀ (ଡକ୍ଟୋରେଟ୍ ଅଫ୍ ସାଇନ୍ସ) ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟର ୧୪ତମ ସମାବର୍ତ୍ତନ ଉତ୍ସବ ଅବସରରେ ବୁଧବାର ମୁଖ୍ୟଅତିଥି କିରଣ ବେଦୀଙ୍କ ଉପସ୍ଥିତିରେ ଡକ୍ଟର ସାମନ୍ତଙ୍କୁ ଏହି ସମ୍ମାନସୂଚକ…
Read More...