ଆଜିଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ, ମୋଟ ୨୮ହଜାର ପରୀକ୍ଷାର୍ଥୀ ଦେବେ ପରୀକ୍ଷା

ଭୁବନେଶ୍ବର(କେନ୍ୟୁଜ୍) : ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଥିଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତ ବର୍ଷ ମୋଟ ୨୮ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିପାଇଁ ୧୨୨ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରକୁ ନୋଡାଲ ସେଣ୍ଟର ଭାବେ ଚିହ୍ନଟ କରିଛି ବୋର୍ଡ। ପରୀକ୍ଷା ପାଇଁ ସବୁ କେନ୍ଦ୍ରରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜୁଲାଇ ୧୪ରେ ପରୀକ୍ଷା ଶେଷ ହେବ।

Leave A Reply

Your email address will not be published.