ପୁରୀରେ ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି ବି.କେ. ଶର୍ମା, କହିଲେ ଅପରାଧ ନିୟନ୍ତ୍ରଣକୁ ପ୍ରାଥମିକତା ଦିଆଯିବ

ପୁରୀରେ ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି ବି.କେ. ଶର୍ମା । ଅପରାଧ ନିୟନ୍ତ୍ରଣକୁ ପ୍ରାଥମିକତା ଦିଆଯିବ ବୋଲି କହିଛନ୍ତି । କେଉଁ ଧରଣର ଅପରାଧ ହେଉଛି, ତର୍ଜମା କରାଯିବ । ପଡ଼ିରହିଥିବା ମାମଲାର ଫଇସଲା ହେବ ବୋଲି ସୂଚନା ଦେଇଛନ୍ତି । ପୁରୀ ଉଚ୍ଛେଦ ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଠିକ ରହିଛି । ଆବଶ୍ୟକ ହେଲେ ଅଧିକ ଫୋର୍ସ ମୁତୟନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.