ମାଲକାନଗିରି(କେନ୍ୟୁଜ୍): ମାଲକାନଗିରି ସୀମାନ୍ତ ଛତିଶଗଡ଼ ପତକଲବେଡା ନିକଟରେ ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ । ଏଥିରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ରେଲେଓ୍ଵ ଲାଇନ୍ ନିର୍ମାଣ କରିବାକୁ ଯାଉଥିବା ଗାଡ଼ିକୁ ବିସ୍ଫୋରଣରେ ଉଡାଇ ଦେଇଛନ୍ତି ମାଓବାଦୀ । ଗାଡିରେ ଥିବା ତିନି ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି ।