ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶ ଗ୍ଵାଲିୟରରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ । ସିଲିଣ୍ଡର ଫାଟିବା ଯୋଗୁ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।