ମେଡିକାଲ ଛାତରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା, ମାତ୍ର କିଛି ଦିନ ତଳେ ଜନ୍ମ ଦେଇଥିଲେ ଏକ ପୁତ୍ର ସନ୍ତାନ

ନବରଙ୍ଗପୁର : ସାରା ରାଜ୍ୟର ଚାଞ୍ଚଲ୍ୟ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ତୃତୀୟ ମହଲାରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା । ମୃତ ମହିଳା ହେଲେ କଙ୍ଗାରା ଗାଁର ଜେମା ଭତରା । ୩୧ ତାରିଖରେ ସେ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ । ଆଜି ଜେମା ହଠାତ୍‌ ଉପର ମହଳାରୁ ଡେଇଁ ପଡିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ କର୍ମଚାରୀ ମାନେ ଉଦ୍ଧାର କରିଥିଲେ ବି ତାଙ୍କର ମୃତ୍ୟୁ ହୋଇଥିଲା । ଛାତରୁ ଡେଇଁବାର କାରଣ ଅସ୍ପଷ୍ଟ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.