ଗଞ୍ଜାମ: ପାଟପୁର ଥାନା ଅଞ୍ଚଳରେ ଲଜ୍ଜାଜନକ ଘଟଣା, ୨ନାବାଳିକାଙ୍କୁ ଦୁଷ୍କର୍ମ ନେଇ ଥାନାରେ ଅଭିଯୋଗ, ୨ ଅଭିଯୁକ୍ତ ଗିରଫ

ଗଞ୍ଜାମ(କେନ୍ୟୁଜ୍):  ପାଟପୁର ଥାନା ଅଞ୍ଚଳରେ ଦୁଇ ଦୁଇଟି ଲଜ୍ଜାଜନକ ଘଟଣା । ଦୁଇ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି। ଜଣେ ବିବାହିତ ଯୁବକ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିବା ଓ ଅନ୍ୟ ଏକ ଘଟଣାରେ ଜଣେ ନାବାଳକ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛ। ଏନେଇ ପାଟପୁର ଥାନାରେ ଅଭିଯୋଗ ପରେ ଉଭୟଙ୍କୁ ଡାକ୍ତରୀ ମାଇନା ପାଇଁ ବ୍ରହ୍ମପୁର ଏମକେସିଜି ମେଡିକାଲ ପଠାଯାଇଛି। ଏସଂକ୍ରାନ୍ତରେ ଦୁଇଜଣଙ୍କୁ ଗିରଫ କରାଯାଇଛି।

 

Leave A Reply

Your email address will not be published.