କଟକ ବାଦାମବାଡ଼ିରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଗୋଦାମରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ, ୩ ଆହତ

କଟକ: କଟକରେ ଅଗ୍ନିକାଣ୍ଡ । ବାଦାମବାଡ଼ିରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଗୋଦାମରେ ନିଆଁ ଲାଗିଛି । ରାତି ପାଖାପାଖି ୩ଟାରେ ନିଆଁ ଲାଗିଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ଏଥିରେ ତିନି ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଏସ୍‌ସିବିରେ ଭର୍ତ୍ତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.