କେନ୍ୟୁଜ୍(ବ୍ୟୁରୋ): ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଅସୁସ୍ଥ। ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱତନ୍ତ୍ର ସ୍ୱାସ୍ଥ୍ୟସେବା ପାଇଁ ଡାକ୍ତରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।