ଜାଣନ୍ତୁ କେମିତି କଟିବ ଆଜିର ଦିନ

mesha

ମେଷ : ପାରିବାରିକ ସମସ୍ୟା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ଗୁରୁଜନଙ୍କ ଆଦର କରନ୍ତୁ ।

brushaବୃଷ : କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ଗାଡ଼ି ଚଲାଇବା ବେଳେ ସାବଧାନ ରହିବା ଆବଶ୍ୟକ। କୋର୍ଟ କଚେରୀ ମାମଲା ଦେଖା ଦେଇପାରେ ।

mithunaମିଥୁନ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରାକ୍ରମ କ୍ଷେତ୍ରରେ ବିଜୟ ଲାଭ କରିବେ । ଭ୍ରମଣ ଯୋଗ ରହିଛି।

karkataକର୍କଟ : କର୍ମକ୍ଷେତ୍ରରେ ସଫଳତା ମିଳିବ । ମାନସମ୍ମାନ ପ୍ରାପ୍ତି ହେବ । ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ ।

singhaସିଂହ : ପରିବାରରେ ମନ ମିଳାଇ ଚଳନ୍ତୁ । ବନ୍ଧୁ ମିଳନ ଯୋଗ ରହିଛି । ସନ୍ଦେହଭାବ ତ୍ୟାଗ କରନ୍ତୁ ।

kanyaକନ୍ୟା : ଚକ୍ଷୁରେ ପୀଡ଼ା ଦେଖା ଦେଇପାରେ । ବିଦ୍ୟାର୍ଥୀ ସଫଳତା ପାଇବେ । ଅହଙ୍କାର ତ୍ୟାଗ କରନ୍ତୁ ।

tulaaତୁଳା : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

bichhaବିଛା : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

dhanuଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

makaraମକର : ଶରୀର ଅସୁସ୍ଥ ରହିପାରେ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

kumbhaକୁମ୍ଭ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି ।

minaମୀନ : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ପରିବାରରେ ମନମିଳାଇ ଚଳନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.